ଯାତ୍ରା ପୁସ୍ତକ 16:9 - ପବିତ୍ର ବାଇବଲ9 ଏହା ପରେ ମୋଶା ହାରୋଣଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ଲୋକଙ୍କୁ, ‘ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ ହେବାକୁ କୁହ। ଯେହେତୁ ସେ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଲେ।”’ Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି। Gade chapit laଓଡିଆ ବାଇବେଲ9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’” Gade chapit la |
ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”