ଯାତ୍ରା ପୁସ୍ତକ 17:2 - ପବିତ୍ର ବାଇବଲ2 ତେଣୁ ଲୋକମାନେ ମୋଶାଙ୍କ ନିକଟକୁ ଗଲେ ଓ ଅଭିଯୋଗ କଲେ। “ଆମ୍ଭକୁ ପିଇବାକୁ ପାଣି ଦିଅ।” ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ କାହିଁକି କଳି କରୁଛ? ତୁମ୍ଭେମାନେ ସଦାପ୍ରଭୁଙ୍କୁ କାହିଁକି ପରୀକ୍ଷା କରୁଛ?” Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଣୁକରି ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ। ତହିଁରେ ମୋଶା କହିଲେ, ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କିହେତୁ ସଦାପ୍ରଭୁଙ୍କୁ ପରୀକ୍ଷା କର? Gade chapit laଓଡିଆ ବାଇବେଲ2 ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ’ ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର?” Gade chapit la |
ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”