Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 17:4 - ପବିତ୍ର ବାଇବଲ

4 ତେଣୁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଓ କହିଲେ, “ମୁଁ ଏହି ଲୋକମାନଙ୍କ ପାଇଁ କ’ଣ କରିବି? ସେମାନେ ମୋତେ ପଥର ମାରି ହତ୍ୟା କରିବାକୁ ପ୍ରସ୍ତୁତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”

Gade chapit la Kopi




ଯାତ୍ରା ପୁସ୍ତକ 17:4
11 Referans Kwoze  

ଯେତେ ଲୋକ ସେ ସୈନ୍ୟଦଳରେ ଥିଲେ ସମସ୍ତେ ଦୁଃଖ ଓ କ୍ରୋଧି ଥିଲେ, କାରଣ ସେମାନଙ୍କର ପିଲାମାନେ ବନ୍ଦୀ ହୋଇ ଯାଇଥିଲେ। ଲୋକମାନେ ଦାଉଦକୁ ପଥରରେ ମାରିବାକୁ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକୁ ସଦାପ୍ରଭୁ ତାଙ୍କ ପରମେଶ୍ୱରଙ୍କଠାରେ ସବଳ କଲେ।


ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥର ମାରି ହତ୍ୟା କରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ମହିମା ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ପ୍ରତି ପ୍ରକାଶିତ ହେଲା।


କିନ୍ତୁ ତା'ପରେ କେତେକ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସେମାନେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲେଣି ଭାବି ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।


ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉଠେଇଲେ।


ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉଠେଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଗ୍ଭଲିଗଲେ।


ମନେରଖ, ମୁଁ ଏସବୁ ସୃଷ୍ଟି କରିଛି।’”


ପୁଣି କୋରହ ସମସ୍ତ ମଣ୍ତଳୀକି ଏକତ୍ରିତ କରି ସମାଗମ-ତମ୍ବୁଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ଉପସ୍ଥିତ ହେଲେ, ସେତେବେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।


ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମୋ’ ଉପରେ କ୍ରୋଧ ଦେଖାଉଛ? କାହିଁକି ଆପଣ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?


ମୋଶା ସଦାପ୍ରଭୁଙ୍କୁ ଡାକ ପକାଇଲେ। ତେଣୁ ସଦାପ୍ରଭୁ ତାଙ୍କୁ ଏକ ବୃକ୍ଷ ଦେଖାଇଲେ। ମୋଶା ସେହି ବୃକ୍ଷର ଶାଖାକୁ ଜଳରେ ପକାନ୍ତେ ଏହା ମଧୁର ହୋଇଗଲା। ସେହି ସ୍ଥାନରେ, ସଦାପ୍ରଭୁ ତାଙ୍କୁ ବ୍ୟବସ୍ଥା ଓ ଆଜ୍ଞା ଦେଲେ। ସେଠାରେ ସେ ତାଙ୍କୁ ପରୀକ୍ଷା କଲେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ମୋ’ ପାଖରେ କ୍ରନ୍ଦନ କରୁଛ? ଇସ୍ରାଏଲୀୟମାନଙ୍କୁ କୁହ ସେମାନେ ଆଗକୁ ମାଡ଼ି ଗ୍ଭଲନ୍ତୁ।


ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।


Swiv nou:

Piblisite


Piblisite