Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 17:5 - ପବିତ୍ର ବାଇବଲ

5 ସଦାପ୍ରଭୁ, ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯାଅ। କେତେକ ଇସ୍ରାଏଲୀୟ ପ୍ରାଚୀନବର୍ଗଙ୍କୁ ତୁମ୍ଭ ସହିତ ନିଅ। ତୁମ୍ଭର ଆଶାବାଡ଼ି ମଧ୍ୟ ତୁମ୍ଭ ସହିତ ନିଅ। ସେହି ଆଶାବାଡ଼ି ନିଅ ଯେଉଁଥିରେ ତୁମ୍ଭେ ନୀଳନଦୀକୁ ଆଘାତ କରିଥିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯଦ୍ଦ୍ଵାରା ନଦୀକି ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି କେତେକ ପ୍ରାଚୀନଙ୍କୁ ସଙ୍ଗ କରି ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଦ୍ୱାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ ଲୋକମାନଙ୍କ ଆଗେ ଆଗେ ଯାଅ।

Gade chapit la Kopi




ଯାତ୍ରା ପୁସ୍ତକ 17:5
8 Referans Kwoze  

“ହେ ମନୁଷ୍ୟ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁର୍ପାର୍ଶ୍ୱରେ କଣ୍ଟକ ତୁଲ୍ୟ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ। କିନ୍ତୁ ସେମାନଙ୍କୁ ଭୟ କର ନାହିଁ। ସେମାନେ ଯାହା କୁହନ୍ତି, ସେଥିରେ ଭୟଭୀତ ହୁଅ ନାହିଁ, ସେମାନଙ୍କ ଗ୍ଭହାଣି ଦ୍ୱାରା ଆତଙ୍କିତ ହୁଅ ନାହିଁ।


ସଦାପ୍ରଭୁ ଆହୁରି କହିଲେ, “ଯାଅ ଏବଂ ଇସ୍ରାଏଲୀୟ ପ୍ରାଚୀନଗଣଙ୍କୁ କୁହ, ‘ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର, ମୋତେ କହି ଅଛନ୍ତି, ମିଶରୀୟମାନଙ୍କ ଦ୍ୱାରା ତୁମ୍ଭଙ୍କୁ ଦିଆଯାଇଥିବା ଯନ୍ତ୍ରଣାସବୁ, ଆମ୍ଭେ ଟିପି ନେଇଅଛୁ।


“ଇସ୍ରାଏଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରାଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ଯାଅ। ତୁମ୍ଭେମାନେ ତାଙ୍କୁ କହିବ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନୟ କରୁଅଛୁ, ତିନି ଦିନ ମରୁଭୂମି ମଧ୍ୟକୁ ଯାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।’


ତୁମ୍ଭର ଆଶାବାଡ଼ିକୁ ସୂଫସାଗର ଉପରେ ବୁଲାଅ, ତାହା ବିଭକ୍ତ ହେବ, ଯାହା ଫଳରେ ଇସ୍ରାଏଲର ଲୋକମାନେ ସମୁଦ୍ର ମଧ୍ୟରେ ଶୁଖିଲା ପଥରେ ଯାଇ ପାରିବେ।


ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।


Swiv nou:

Piblisite


Piblisite