ଯାତ୍ରା ପୁସ୍ତକ 18:11 - ପବିତ୍ର ବାଇବଲ11 ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦେବତାଗଣଠାରୁ ମହାନ୍। ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ୱର କ’ଣ କଲେ!” Gade chapit laପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।) Gade chapit laଓଡିଆ ବାଇବେଲ11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”) Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”) Gade chapit la |
ପୁନର୍ବାର ତୁମ୍ଭେ ସେମାନଙ୍କୁ ସତର୍କ କଲ। ତୁମ୍ଭେ ସେମାନଙ୍କୁ, ତୁମ୍ଭ ବ୍ୟବସ୍ଥା ନିକଟକୁ ଫେରିବା ପାଇଁ କହିଲ। କିନ୍ତୁ ସେମାନେ ବହୁତ ଗର୍ବୀ ଥିଲେ। ସେମାନେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ୟବସ୍ଥା ମାନନ୍ତି, ତେବେ ସେମାନେ ବାସ୍ତବରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ୟବସ୍ଥା ଭଙ୍ଗ କଲେ। ସେମାନେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ୟାଖାନ କଲେ। ସେମାନେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।