ଯାତ୍ରା ପୁସ୍ତକ 18:13 - ପବିତ୍ର ବାଇବଲ13 ତା’ ପରଦିନ ମୋଶା ଲୋକଙ୍କର ବିଗ୍ଭର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖରେ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହୋଇ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଛିଡ଼ା ହୋଇ ରହିଲେ। Gade chapit laଓଡିଆ ବାଇବେଲ13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ। Gade chapit la |
ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।