Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:15 - ପବିତ୍ର ବାଇବଲ

15 ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ, “ସେମାନେ ପରମେଶ୍ୱରଙ୍କର ବିଗ୍ଭର ବୁଝିବା ପାଇଁ ମୋ’ ନିକଟକୁ ଆସନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ମୋଶା ଆପଣା ଶ୍ଵଶୁରଙ୍କୁ କହିଲେ, ଲୋକମାନେ ପରମେଶ୍ଵରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋ’ ପାଖକୁ ଆସନ୍ତି

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି

Gade chapit la Kopi




ଯାତ୍ରା ପୁସ୍ତକ 18:15
9 Referans Kwoze  

ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଇଁ ନିବେଦନ କଲେ।


ଆଉ ସେମାନେ ତାହାକୁ ସେଠାରେ ରଖିଲେ। କାରଣ ତା’ ପ୍ରତି କି ପ୍ରକାର ଶାସ୍ତି ବିଧାନ ହେବ ସେମାନେ ଜାଣି ନ ଥିଲେ।


ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରୁହ, ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ମୁଁ ପଗ୍ଭରେ।”


ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାରପର୍ବ ପାଳନ କରି ପାରିଲେ ନାହିଁ। ଏଥିପାଇଁ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।


ମୋଶା ଲୋକମାନଙ୍କର ବିଗ୍ଭର କରୁଥିବାର ଯିଥ୍ରୋ ଦେଖିଲେ। ସେ ପଗ୍ଭରିଲେ, “ତୁମ୍ଭେ ଏପରି କାହିଁକି କରୁଛ? ତୁମ୍ଭେ ଏକୁଟିଆ କାହିଁକି ବିଗ୍ଭର କରୁଛ? ଏବଂ କାହିଁକି ତୁମ୍ଭ ନିକଟରେ ଲୋକମାନେ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହେବେ?”


ଯିହୋଶୂୟଙ୍କର ମୃତ୍ୟୁପରେ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ସେମାନେ ସଦାପ୍ରଭୁଙ୍କର ଆଦେଶ ମାଗିଲେ, ପ୍ରଥମେ କେଉଁ ପରିବାରବର୍ଗର ଲୋକମାନେ କିଣାନୀୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବେ?”


Swiv nou:

Piblisite


Piblisite