ଯାତ୍ରା ପୁସ୍ତକ 18:18 - ପବିତ୍ର ବାଇବଲ18 ଏହିସବୁ କାର୍ଯ୍ୟ ତୁମ୍ଭ ପାଇଁ ଏକୁଟିଆ କରିବା ବହୁତ କଷ୍ଟ। ତୁମ୍ଭେ ଏକା ଏସମସ୍ତ କାର୍ଯ୍ୟ କରି ପାରିବ ନାହିଁ। ଏହା ତୁମ୍ଭକୁ କ୍ଷୀଣ କରିଦେବ ଏବଂ ଏହା ଲୋକମାନଙ୍କୁ କ୍ଳାନ୍ତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର। Gade chapit laଓଡିଆ ବାଇବେଲ18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର। Gade chapit la |