ଯାତ୍ରା ପୁସ୍ତକ 18:20 - ପବିତ୍ର ବାଇବଲ20 ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କ ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। Gade chapit laଓଡିଆ ବାଇବେଲ20 ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। Gade chapit la |
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।