Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:22 - ପବିତ୍ର ବାଇବଲ

22 ସେମାନେ ସର୍ବଦା ଲୋକମାନଙ୍କର ବିଗ୍ଭର କରନ୍ତୁ। ପୁଣି ଜଟିଳ ବିଷୟରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର ‌ବିଷୟସବୁ ସେମାନେ ଆପେ ବିଗ୍ଭର କରିବେ। ତାହାହେଲେ, ତୁମ୍ଭ ନିଜ କର୍ମରୁ ଉଶ୍ୱାସ ହେବ। ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ଵାସ ହେବ, ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ।

Gade chapit la Kopi

ଓଡିଆ ବାଇବେଲ

22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥା ସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।

Gade chapit la Kopi




ଯାତ୍ରା ପୁସ୍ତକ 18:22
12 Referans Kwoze  

ମୁଁ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି ତହିଁରୁ ନେଇ ସେମାନଙ୍କୁ ଦେବା, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବ ନାହିଁ, ସେଥିପାଇଁ ସେମାନେ ମଧ୍ୟ ତୁମ୍ଭ ସହିତ ଦାୟିତ୍ୱ ଭାର ବହନ କରିବେ।


ତା'ପରେ ଗିଲିୟଦ ପରିବାରବର୍ଗର ଅଧିପତିମାନେ ଆସିଲେ। ମାଖୀରର ପୁତ୍ର ଗିଲିୟଦ, ମନଃଶିର ପୁତ୍ର ମାଖୀର ଓ ମନଃଶି ଯୋଷେଫଙ୍କର ପୁତ୍ର ଥିଲେ, ମୋଶାଙ୍କ ଓ ଇସ୍ରାଏଲ ଲୋକମାନଙ୍କର ଅଧିପତିମାନେ ସେମାନଙ୍କ ସମ୍ମୁଖରେ ପ୍ରାସ୍ତାବ କଲେ।


ଏହି ପାଞ୍ଚ ଜଣ ମୋଶା, ଇଲିୟାସର ଯାଜକ, ଅଧିପତି ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,


ପୁଣି ଯେଉଁମାନେ ତାକୁ କାଠ ସଂଗ୍ରହ କରୁଥିବାର ଦେଖିଲେ ସେମାନେ ମୋଶା ଓ ହାରୋଣ ନିକଟକୁ ତାକୁ ଆଣିଲେ ଓ ସମସ୍ତ ମଣ୍ତଳୀ ତା'ର ଗ୍ଭରିପଟେ ଏକତ୍ରିତ ହେଲେ।


ସେହି ଇସ୍ରାଏଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦା କରି ଅଭିଶାପ ଦେଲା। ତେଣୁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ। ସେହି ଇସ୍ରାଏଲୀୟ ସ୍ତ୍ରୀର ନାମ ଶଲେମୀତ୍ ଓ ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।


ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଗ୍ଭର କଲେ ଓ କଠିନ ବିଗ୍ଭରସବୁ ମୋଶାଙ୍କ ନିକଟକୁ ଆଣିଲେ। ମାତ୍ର କ୍ଷୁଦ୍ର ‌ବିଷୟସବୁ ନିଜେ ନିଜେ ବିଗ୍ଭର କଲେ।


ଏହି ଦୃଷ୍ଟିରୁ ତୁମ୍ଭେମାନେ ସରକାରକୁ କର ମଧ୍ୟ ଦିଅ। ସେମାନେ ପରମେଶ୍ୱରଙ୍କ ସେବାରେ ରହିଛନ୍ତି, ଏବଂ ସେହି କାର୍ଯ୍ୟ କରିବା ପାଇଁ ନିଜର ସମ୍ପୂର୍ଣ୍ଣ ସମୟ ଦେଉଛନ୍ତି।


ଏହିସବୁ କାର୍ଯ୍ୟ ତୁମ୍ଭ ପାଇଁ ଏକୁଟିଆ କରିବା ବହୁତ କଷ୍ଟ। ତୁମ୍ଭେ ଏକା ଏସମସ୍ତ କାର୍ଯ୍ୟ କରି ପାରିବ ନାହିଁ। ଏହା ତୁମ୍ଭକୁ କ୍ଷୀଣ କରିଦେବ ଏବଂ ଏହା ଲୋକମାନଙ୍କୁ କ୍ଳାନ୍ତ କରିବ।


ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହି ପାରିବ। ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”


ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।


Swiv nou:

Piblisite


Piblisite