Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:24 - ପବିତ୍ର ବାଇବଲ

24 ଏହା ପରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅନନ୍ତର ମୋଶା ଆପଣା ଶ୍ଵଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Gade chapit la Kopi

ଓଡିଆ ବାଇବେଲ

24 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:24
10 Referans Kwoze  

ଆଖି ହାତକୁ କେବେ ହେଲେ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।” ସେହିଭଳି ମୁଣ୍ଡ ପାଦକୁ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।”


ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ୟଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସେମାନେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।


ତେଣୁ ଏଜ୍ରା ଉଠିଲେ। ସେହି ବାକ୍ୟ ଅନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ପ୍ରତିଜ୍ଞା କରାଇଲେ।


ଏହା ପରେ ଏଲାମର ବଂଶଧରମାନଙ୍କ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନିୟ ଏଜ୍ରାଙ୍କୁ କହିଲା, “ଆମ୍ଭେ ଆମ୍ଭର ପରମେଶ୍ୱରଙ୍କୁ ବିଶ୍ୱାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀୟମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ୟ ଆମ୍ଭମାନଙ୍କର ଇସ୍ରାଏଲଙ୍କ ପ୍ରତି ଭରସା ଅଛି।


ବର୍ତ୍ତମାନ ମୋ’ କଥା ଶୁଣ। ମୋର କେତେକ ଉପଦେଶ ଗ୍ରହଣ କର। ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।


ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହି ପାରିବ। ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱସ୍ଥାନକୁ ଯିବେ।”


ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ ଅର୍ଥାତ୍ ସହସ୍ରପତି, ଶତପତି, ପଞ୍ଚାଶ‌ତ୍‌ପତି ଓ ଦଶପତି ରୂପେ ନିଯୁକ୍ତ କଲେ।


ମୋଶା କହିଲେ, “ସେ ସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, ‘ମୁଁ ଏକା ତୁମ୍ଭମାନଙ୍କର ଭଲ ମନ୍ଦ ବୁଝିପାରିବି ନାହିଁ।


ପରମେଶ୍ୱର ନିଜ ଲୋକମାନଙ୍କୁ ନିରାପଦରେ ଚଲାଇଲେ। ତେଣୁ ସେମାନେ ଭୟଭୀତ ହେଲେ ନାହିଁ। କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ୱର ଲୋହିତ ସମୁଦ୍ରରେ ବୁଡ଼ାଇଲେ।


Swiv nou:

Piblisite


Piblisite