Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:26 - ପବିତ୍ର ବାଇବଲ

26 ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଗ୍ଭର କଲେ ଓ କଠିନ ବିଗ୍ଭରସବୁ ମୋଶାଙ୍କ ନିକଟକୁ ଆଣିଲେ। ମାତ୍ର କ୍ଷୁଦ୍ର ‌ବିଷୟସବୁ ନିଜେ ନିଜେ ବିଗ୍ଭର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥା- ସବୁ ଆପେ ଆପେ ବିଚାର କଲେ।

Gade chapit la Kopi

ଓଡିଆ ବାଇବେଲ

26 ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:26
8 Referans Kwoze  

ସେମାନେ ସର୍ବଦା ଲୋକମାନଙ୍କର ବିଗ୍ଭର କରନ୍ତୁ। ପୁଣି ଜଟିଳ ବିଷୟରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର ‌ବିଷୟସବୁ ସେମାନେ ଆପେ ବିଗ୍ଭର କରିବେ। ତାହାହେଲେ, ତୁମ୍ଭ ନିଜ କର୍ମରୁ ଉଶ୍ୱାସ ହେବ। ପୁଣି ସେମାନେ ତୁମ୍ଭ ସହିତ ଭାର ବହିବେ।


ମୁଁ ଗରିବ ଲୋକର ପିତା ସଦୃଶ ଥିଲି। ମୁଁ ନ ଜାଣିଥିବା ଲୋକକୁ ମଧ୍ୟ ସାହାଯ୍ୟ କରୁଥିଲି। ସେମାନଙ୍କୁ ଅଦାଲତରେ ତର୍କରେ ଜିତାଇ ଦେଉଥିଲି।


ଅନନ୍ତର ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ପ୍ରିୟ ଶଲୋମନଙ୍କ ସୁଖ୍ୟାତି ଶୁଣି କଠିନ ପ୍ରଶ୍ନଦ୍ୱାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ।


“ଏପରି କେତେକ ଘଟିପାରେ ଯାହାକି ତୁମ୍ଭମାନଙ୍କ ବିଗ୍ଭର ପାଇଁ ତୁମ୍ଭମାନଙ୍କୁ କଷ୍ଟ ହୋଇପାରେ। ଏପରିକି ରକ୍ତପାତ, ଚୁକ୍ତି ବିବାଦ, ବିବାଦ ମଧ୍ୟରେ ଆଘାତ ଦେଖାଯାଏ। ଏପରି ଘଟଣାମାନ ବିଗ୍ଭର ପାଇଁ ଯଦି ତୁମ୍ଭମାନଙ୍କୁ କଠିନ ହୁଏ, ତେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିରୂପିତ ସ୍ଥାନକୁ ସମସ୍ତେ ଆସିବ।


ତୁମ୍ଭେ ଯେତେବେଳେ ବିଗ୍ଭର କରୁଛ ସେତେବେଳେ କୌଣସି ଲୋକକୁ ପ୍ରାଧାନ୍ୟ ଦିଅ ନାହିଁ, ସମସ୍ତଙ୍କୁ ସମାନ ନ୍ୟାୟ ଦିଅ। ତୁମ୍ଭେ କାହାରିକୁ ଭୟ କର ନାହିଁ, କାରଣ ତୁମ୍ଭର ବିଗ୍ଭର ପରମେଶ୍ୱରଙ୍କଠାରୁ ଆସିଥାଏ। କିନ୍ତୁ କୌଣସି ବିଗ୍ଭର ଯଦି ତୁମ୍ଭକୁ କଷ୍ଟ ହୁଏ ବା ଜଟିଳ ହୁଏ, ତେବେ ସେ ସମସ୍ୟା ମୋ’ ପାଖକୁ ଆଣିବ, ମୁଁ ତା'ର ସମାଧାନ କରି ଦେବି।’


ସେହି ଇସ୍ରାଏଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦା କରି ଅଭିଶାପ ଦେଲା। ତେଣୁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ। ସେହି ଇସ୍ରାଏଲୀୟ ସ୍ତ୍ରୀର ନାମ ଶଲେମୀତ୍ ଓ ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।


Swiv nou:

Piblisite


Piblisite