Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:27 - ପବିତ୍ର ବାଇବଲ

27 ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ ବିଦାୟ ଦେଲେ ଏବଂ ଯିଥ୍ରୋ ସ୍ୱଦେଶକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଅନନ୍ତର ମୋଶା ଆପଣା ଶ୍ଵଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ଵଦେଶକୁ ପ୍ରସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

27 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:27
5 Referans Kwoze  

ଏହା ପରେ ସେହି ଲେବୀୟ ଲୋକ ଜଣକ ତାଙ୍କର ଉପପତ୍ନୀ ଏବଂ ତାଙ୍କର ସେବକମାନେ ଯିବା ପାଇଁ ଉଠିଲେ। କିନ୍ତୁ ସେହି ସମୟରେ ସେହି ଯୁବତୀର ପିତା କହିଲେ, “ଏହା ବର୍ତ୍ତମାନ ଅନ୍ଧାର ଅଛି। ଦିନସରି ଗଲାଣି, ତେଣୁ ଆଜି ରାତ୍ରି ଏହିଠାରେ ରହିଯାଅ, ଏବଂ ତୁମ୍ଭେ ନିଜକୁ ଉପଭୋଗ କର। ଆସନ୍ତା କାଲି ପର୍ଯ୍ୟନ୍ତ ଏଠାରେ ରହିଯାଅ। ଆସନ୍ତାକାଲି ପ୍ରଭାତରୁ ତୁମ୍ଭେ ଉଠି ତୁମ୍ଭ ବାଟରେ ତୁମ୍ଭେ ଗ୍ଭଲିଯିବ।”


ଏହା ପରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ। ଏହିରୂପେ ଲାବନ ସ୍ୱସ୍ଥାନକୁ ଫେରିଗଲେ।


ତେଣୁ ସେମାନେ ଅବ୍ରହାମଙ୍କର ଭୃତ୍ୟ ଏବଂ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କ ସହିତ ରିବିକାକୁ ପଠାଇ ଦେଲେ। ରିବିକାର ସେବିକା ମଧ୍ୟ ତାଙ୍କ ସହିତ ଗଲା।


ତେଣୁ ସେ ତା'ର ପୁତ୍ର ବଧୂମାନଙ୍କୁ ଧରି ତା'ର ବାସସ୍ଥାନ ଛାଡ଼ି ଯିହୁଦାକୁ ଗ୍ଭଲି ଆସିଲା।


Swiv nou:

Piblisite


Piblisite