ଯାତ୍ରା ପୁସ୍ତକ 19:20 - ପବିତ୍ର ବାଇବଲ20 ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Gade chapit laଓଡିଆ ବାଇବେଲ20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Gade chapit la |
ତା'ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ଯାଅ, ପର୍ବତ ଉପରେ ମୋ’ ସମ୍ମୁଖରେ ଛିଡ଼ା ହୁଅ। ମୁଁ ତୁମ୍ଭ ପାଖ ଦେଇ ଅତିକ୍ରମ କରିବି।” ତା'ପରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।