ଯାତ୍ରା ପୁସ୍ତକ 19:21 - ପବିତ୍ର ବାଇବଲ21 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତଳକୁ ଯାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସେମାନେ ମୋ’ ଆଡ଼କୁ ଗ୍ଭହିଁବେ ନାହିଁ କି ମୋ’ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ୟ କରେ ତେବେ ସେ ମରିବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ। Gade chapit laଓଡିଆ ବାଇବେଲ21 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ। Gade chapit la |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।