ଯାତ୍ରା ପୁସ୍ତକ 19:24 - ପବିତ୍ର ବାଇବଲ24 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।” Gade chapit laପବିତ୍ର ବାଇବଲ (Re-edited) - (BSI)24 ତେବେ ସଦାପ୍ରଭୁ ତାଙ୍କୁ କହିଲେ, ଯାଅ, ଓହ୍ଲାଅ; ପୁଣି ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ। Gade chapit laଓଡିଆ ବାଇବେଲ24 ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।” Gade chapit la |
ତା'ହେଲେ ବ୍ୟବସ୍ଥାର ପ୍ରୟୋଜନ କ’ଣ? ଲୋକମାନଙ୍କ ଭୂଲ୍ କାମଗୁଡ଼ିକୁ ଦେଖାଇବା ଲାଗି ବ୍ୟବସ୍ଥାକୁ ପ୍ରତିଜ୍ଞା ସହିତ ଯୋଗ କରାଯାଇଥିଲା। ଅବ୍ରହାମଙ୍କ ବିଶେଷ ସନ୍ତାନଙ୍କ ଆସିବା ପର୍ଯ୍ୟନ୍ତ ବ୍ୟବସ୍ଥା ଜାରି ରହିବାର ଥିଲା। ପରମେଶ୍ୱରଙ୍କ ପ୍ରତିଶୃତି ଏହି ସନ୍ତାନଙ୍କ ସମ୍ବନ୍ଧରେ ଥିଲା। ବ୍ୟବସ୍ଥାଗୁଡ଼ିକ ସ୍ୱର୍ଗଦୂତମାନଙ୍କ ଜରିଆରେ ଦିଆଯାଇଥିଲା। ସ୍ୱର୍ଗଦୂତମାନେ ମୋଶାଙ୍କ ମଧ୍ୟସ୍ଥତାରେ ମନୁଷ୍ୟମାନଙ୍କୁ ଦେଲେ।