ଯାତ୍ରା ପୁସ୍ତକ 19:5 - ପବିତ୍ର ବାଇବଲ5 ତେଣୁ ସେମାନଙ୍କୁ ମୋର ଆଜ୍ଞା ମାନିବା ପାଇଁ କୁହ। ସେମାନଙ୍କୁ ମୋର ନିୟମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ମୋର ଆପଣାର ରତ୍ନଭଣ୍ଡାର ହୋଇ ରହିବ ଯେହେତୁ ସମଗ୍ର ପୃଥିବୀ ମୋର। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏବେ ତୁମ୍ଭେମାନେ ଯେବେ ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। Gade chapit laଓଡିଆ ବାଇବେଲ5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। Gade chapit la |
ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି।