Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:17 - ପବିତ୍ର ବାଇବଲ

17 ଇତ୍ୟବସରରେ ମେଷପାଳକମାନେ ଆସି ସେମାନଙ୍କୁ ଗୋଡ଼ାଇବାକୁ ଆରମ୍ଭ କଲେ। ମାତ୍ର ମୋଶା ସେମାନଙ୍କୁ ସାହାଯ୍ୟ କଲେ ଓ ସେମାନଙ୍କର ମେଷପଲକୁ ଜଳ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳପାନ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

17 ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳପାନ କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 2:17
5 Referans Kwoze  

ରାହେଲ ଥିଲେ ଲାବନର ଝିଅ। ଲାବନ ଥିଲେ ଯାକୁବର ମା’ ରିବିକାର ଭାଇ। ଯାକୁବ ଯେତେବେଳେ ମାତୁଳ ଲାବନର କନ୍ୟା ମେଷ ସହିତ ରାହେଲକୁ ଦେଖିଲେ, ସେ ଯାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମେଷମାନେ ଜଳପାନ କଲେ।


ଏହା ପରେ ଅବ୍ରହାମ ଅବିମେଲକଠାରେ ଅଭିଯୋଗ କଲେ। କାରଣ ଅବିମେଲକର ଦାସମାନେ ଏକ କୂଅକୁ କ‌ବ୍‌ଜା କରି ନେଇଛନ୍ତି।


ମୋଶା ଚତୁର୍ପାର୍ଶ୍ୱରେ କାହାରିକୁ ପାଇଲେ ନାହିଁ। ତେଣୁ ସେଠାରେ ମୋଶା ସେହି ମିଶରୀୟ ଲୋକଟିକୁ ହତ୍ୟା କଲେ ଓ ଲୋକଟିକୁ ସେ ବାଲିରେ ପୋତି ଦେଲେ।


ଯେତେବେଳେ ସବୁ ମେଷପଲ ସେହି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତେବେଳେ ମେଷପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମେଷମାନେ ପାଣି ପିଇ ସାରିବା ପରେ ସେମାନେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କରନ୍ତି।


Swiv nou:

Piblisite


Piblisite