Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:20 - ପବିତ୍ର ବାଇବଲ

20 ତେଣୁ ରୂୟେଲ ତାଙ୍କର କନ୍ୟାମାନଙ୍କୁ କହିଲେ, “ସେହି ଲୋକଟି କେଉଁଠାରେ ଅଛି? ତୁମ୍ଭେ କାହିଁକି ତାଙ୍କୁ ଛାଡ଼ି ଦେଲ? ତାଙ୍କୁ ଏଠାକୁ ଡାକ ସେ ଆମ୍ଭ ସହିତ ଖାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।

Gade chapit la Kopi

ଓଡିଆ ବାଇବେଲ

20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”

Gade chapit la Kopi




ଯାତ୍ରା ପୁସ୍ତକ 2:20
12 Referans Kwoze  

ଏହା ପରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡାକିଲେ। ତହିଁରେ ସେମାନେ ଭୋଜନ କରି ପର୍ବତରେ ରାତ୍ରିସାରା ରହିଲେ।


ଭାଇମାନେ ଶୁଣିବାକୁ ପାଇଲେ ଯେ ସେମାନେ ଯୋଷେଫଙ୍କ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସେମାନେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ।


ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି।


ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।


ତା'ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା’ ଘରକୁ ଆସିଲେ। ସେମାନେ ସମସ୍ତେ ଆୟୁବର ଘରେ ଏକ ବଡ଼ ଭୋଜିରେ ଯୋଗ ଦେଲେ। ସେମାନେ ଆୟୁବକୁ ସାନ୍ତ୍ୱନା ଦେଲେ। ସେମାନେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ୱର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରତ୍ୟେକ ବ୍ୟକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।


ମୋ’ ଗୃହ ମଧ୍ୟକୁ ଅଜଣା ଲୋକଙ୍କୁ ସବୁବେଳେ ଆମନ୍ତ୍ରଣ କରି ଆଣିଛି, ଯେଭଳି କି ରାତିରେ ରାସ୍ତାରେ ଶୋଇବାକୁ ପଡ଼ିବ ନାହିଁ।


ମୁଁ ଆପଣମାନଙ୍କୁ ତୃପ୍ତ କରିବା ପାଇଁ କିଛି ଖାଦ୍ୟ ଦେବି। ତା'ପରେ ଆପଣମାନେ ଯାତ୍ରା କରିବେ।” ସେହି ତିନି ଜଣ କହିଲେ, “ତାହା ଉତ୍ତମ, ଯାହା କହିଲ ତାହା କର।”


ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷୟରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚୁମ୍ବନ ଦେଲେ। ଏବଂ ତାଙ୍କୁ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲେ।


କନ୍ୟାଗଣ ତାଙ୍କୁ ଉତ୍ତର ଦେଲେ, “ହଁ, ମେଷପାଳକମାନେ ଆମ୍ଭକୁ ଘୋଉଡ଼ାଇ ଦେଉଥିଲେ, ମାତ୍ର ଏବ୍ରୀୟ ଲୋକ ଆମ୍ଭକୁ ସାହାଯ୍ୟ କଲେ। ସେ ଆମ୍ଭମାନଙ୍କ ପାଇଁ ପାଣି କାଢ଼ି ଆମ୍ଭର ମେଷମାନଙ୍କୁ ଜଳପାନ କରାଇଲେ।”


ମୋଶା ସେହି ଲୋକଟି ସହିତ ବାସ କରିବା ପାଇଁ ରାଜି ହେଲେ। ରୂୟେଲ ତାଙ୍କର କନ୍ୟା ସି‌ପ୍‌ପୋରାକୁ ମୋଶାଙ୍କ ସହିତ ବିବାହ ଦେଲେ।


Swiv nou:

Piblisite


Piblisite