ଯାତ୍ରା ପୁସ୍ତକ 2:23 - ପବିତ୍ର ବାଇବଲ23 ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ହେତୁରୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେଲା। Gade chapit laଓଡିଆ ବାଇବେଲ23 ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା। Gade chapit la |
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।