Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:5 - ପବିତ୍ର ବାଇବଲ

5 ଠିକ୍ ତା'ପରେ ଫାରୋଙ୍କର କନ୍ୟା ନଦୀକୁ ଗାଧୋଇବାକୁ ଗଲେ। ସେ ସେହି ନଳବନ ମଧ୍ୟରେ ଟୋକେଇଟିକୁ ପାଇଲେ। ତାଙ୍କର ଗ୍ଭକରାଣୀମାନେ ସେହି ନଦୀ କୂଳରେ ବୁଲୁଥିଲେ। ସେ ତାଙ୍କର ଜଣେ ଦାସୀକୁ ସେହି ପେଡ଼ିଟିକୁ ଆଣିବା ପାଇଁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକି ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକି ପଠାଇଲା।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।

Gade chapit la Kopi




ଯାତ୍ରା ପୁସ୍ତକ 2:5
12 Referans Kwoze  

ତାହାଙ୍କୁ ବାହାରେ ପକାଇ ଦେବା ବେଳେ ଫାରୋଙ୍କର କନ୍ୟା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ।


କିନ୍ତୁ ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି। ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି। କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”


କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି। ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ। ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।


ପରମେଶ୍ୱର ମୋଶାଙ୍କୁ କହିଲେ, “ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ଯାଅ। ସେ ଯେତେବେଳେ ନଦୀକୂଳକୁ ଯିବ। ଏହିପରି କୁହ ସଦାପ୍ରଭୁ କହିଲେ, ‘ମୋର ଲୋକମାନଙ୍କୁ ଛାଡ଼ ସେମାନେ ମୋର ଉପାସନା କରିବେ।


ପ୍ରଭାତରେ, ଫାରୋ ନଦୀକୁ ଯିବେ। ନଦୀ କୂଳରେ ଫାରୋଙ୍କୁ ଅପେକ୍ଷା କର। ସେହି ଆଶାବାଡ଼ିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହୋଇ ଯାଇଥିଲା।


କୃଷକ ତା'ର ଜମିରେ ପାଣି ମଡ଼ାଇବା ପାଇଁ ଛୋଟ ନାଳ କରେ। ସେ ତା'ର ଜଳ ଯୁଆଡ଼େ ନେବାକୁ ଗ୍ଭହେଁ ସେଆଡ଼େ ତା'ର ନାଳ ବଙ୍କେଇ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ଯୁଆଡ଼େ ଇଚ୍ଛା ସେଆଡ଼େ ନେଇଯାଏ।


ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।


ପୁଣି କାଉମାନେ ପ୍ରାତଃକାଳରେ ରୋଟୀ ଓ ମାଂସ ଓ ସନ୍ଧ୍ୟାବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ। ଆଉ ସେ ନଦୀରୁ ଜଳପାନ କଲେ।


ଯେତେବେଳେ ଯୂନସ ସମୁଦ୍ରରେ ପଡ଼ିଲେ, ସେତେବେଳେ ସଦାପ୍ରଭୁ ଏକ ବିରାଟ ମାଛ ଯୂନସକୁ ଗିଲିବାକୁ ପଠାଇଲେ। ଯୂନସ ସେହି ମାଛ ଗର୍ଭରେ ତିନି ଦିନ ଓ ତିନି ରାତି ରହିଲା।


ତା'ପରେ ସଦାପ୍ରଭୁ ସେହି ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ଯୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡ଼ିଲା।


ରାଜାଙ୍କର କନ୍ୟା ଯେତେବେଳେ ସେହି ଟୋକେଇଟିକୁ ଖୋଲି ସେହି ଶିଶୁ ପୁତ୍ରକୁ ଦେଖିଲେ। ସେହି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା’ ପାଇଁ ବହୁତ ଦୁଃଖ କଲେ। ସେ କହିଲେ, “ଏହି ପିଲାଟି ଏବ୍ରୀୟ ମଧ୍ୟରୁ ଜଣକର ଅଟେ।”


Swiv nou:

Piblisite


Piblisite