ଯାତ୍ରା ପୁସ୍ତକ 2:8 - ପବିତ୍ର ବାଇବଲ8 ରାଜାଙ୍କର କନ୍ୟା କହିଲେ, “ହଁ, ଦୟାକରି ଡାକ।” ତେଣୁ ସେହି ବାଳିକାଟି ଯାଇ ତା'ର ମାକୁ ଡାକି ଆଣିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଫାରୋଙ୍କର କନ୍ୟା କହିଲା, ଯାଅ; ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। Gade chapit laଓଡିଆ ବାଇବେଲ8 ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା। Gade chapit la |