ଯାତ୍ରା ପୁସ୍ତକ 20:18 - ପବିତ୍ର ବାଇବଲ18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜନ ଓ ବିଜୁଳି ଓ ତୂରୀ ଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ଵନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ। Gade chapit laଓଡିଆ ବାଇବେଲ18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ। Gade chapit la |
ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବେ। କାରଣ ତୁମ୍ଭେମାନେ ଏପରି କରିବାକୁ କହିଥିଲ। ଯେତେବେଳେ ତୁମ୍ଭେମାନେ ହୋରେବ ପର୍ବତ ନିକଟରେ ଏକତ୍ରିତ ହୋଇଥିଲ, ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଥିଲ। ଆମ୍ଭେ ଯେମନ୍ତ ମରୁ, ‘ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ବାକ୍ୟ ପୁନର୍ବାର ନ ଶୁଣୁ କିଅବା ଏହି ମହାଗ୍ନି ଆଉ ଯେପରି ନ ଦେଖୁ, ନଚେତ୍ ଆମ୍ଭେ ସବୁ ମରିଯିବୁ।’