ଯାତ୍ରା ପୁସ୍ତକ 20:22 - ପବିତ୍ର ବାଇବଲ22 ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲର ଲୋକମାନଙ୍କୁ ଏହି କଥା କୁହ, “ଆମ୍ଭେ ସ୍ୱର୍ଗରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭେମାନେ ଦେଖିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଲ। Gade chapit laଓଡିଆ ବାଇବେଲ22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ‘ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ। Gade chapit la |