Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 20:25 - ପବିତ୍ର ବାଇବଲ

25 ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହେବ। ଏହା ଆଉ ଗ୍ରହଣ ଯୋଗ୍ୟ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।

Gade chapit la Kopi

ଓଡିଆ ବାଇବେଲ

25 ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।

Gade chapit la Kopi




ଯାତ୍ରା ପୁସ୍ତକ 20:25
6 Referans Kwoze  

ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେ ରୂପେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥର ଲେଖାନୁସାରେ ଯହିଁ ଉପରେ କୌଣସି ମଣିଷ ଲୁହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥରରେ ଯଜ୍ଞବେଦି ସେ ନିର୍ମାଣ କଲେ। ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


“ତୁମ୍ଭେମାନେ ମାଟିରେ ଏକ ସ୍ୱତନ୍ତ୍ର ଯଜ୍ଞବେଦି ମୋ’ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମେଷ ଓ ଗୋରୁଗାଈରୁ ସେଠାରେ ହୋମବଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ। ମୁଁ ତୁମ୍ଭମାନଙ୍କୁ ସବୁଠାରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠାରେ ତୁମ୍ଭେମାନେ ମୋତେ ସ୍ମରଣ କରିବ।


ସେହି ଗୃହର କାନ୍ଥ ନିର୍ମାଣରେ ବୃହତ୍ ପ୍ରସ୍ତରମାନ ବ୍ୟବହୃତ ହୋଇଥିଲା। ବ୍ୟବହୃତ ପ୍ରସ୍ତରଗୁଡ଼ିକ ଖଣିରେ କଟାଯାଇ ଥିବାରୁ ମନ୍ଦିର ନିର୍ମାଣ ସମୟରେ ହାତୁଡ଼ି କିମ୍ବା ‌‌କଟାଳୀ ଆଦି ଶବ୍ଦ ଶୁଣା ଯାଉ ନ ଥିଲା।


ଆଉ ହୋମବଳି ପାଇଁ କଟା ପ୍ରସ୍ତରର ଗ୍ଭରି ମେଜ ଥିଲା। ତାହା ଦୈର୍ଘ୍ୟ ଦେଢ଼ ହାତ, ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚତା ଏକ ହାତ ଥିଲା। ତାହା ଉପରେ ହୋମବଳି ଓ ପ୍ରାୟଶ୍ଚିତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖା ଯାଇଥିଲା।


ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।


Swiv nou:

Piblisite


Piblisite