ଯାତ୍ରା ପୁସ୍ତକ 20:26 - ପବିତ୍ର ବାଇବଲ26 ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବେଦି ଉପରେ ଯେମନ୍ତ ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ଯଜ୍ଞବେଦି ଉପରକୁ ଉଠିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ୍ତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ବେଦି ଉପରକୁ ଉଠିବ ନାହିଁ। Gade chapit laଓଡିଆ ବାଇବେଲ26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।’” Gade chapit la |
ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।