ଯାତ୍ରା ପୁସ୍ତକ 21:10 - ପବିତ୍ର ବାଇବଲ10 “ଯଦି ମୁନିବ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ତେବେ ସେ ପ୍ରଥମ ସ୍ତ୍ରୀକୁ କେବେ ଅସୁବିଧାରେ ପକାଇବ ନାହିଁ। ତା'ର ବିବାହୋଚିତ କର୍ତ୍ତବ୍ୟ ଯଥା: ଖାଦ୍ୟ, ବସ୍ତ୍ରରେ ଓ ଶାରିରୀକ ସମ୍ପର୍କରୁ ବଞ୍ଚିତ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେବେ ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟର ତ୍ରୁଟି କରିବ ନାହିଁ। Gade chapit laଓଡିଆ ବାଇବେଲ10 ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ଶାରିରୀକ ସମ୍ପର୍କ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ। Gade chapit la |