Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:18 - ପବିତ୍ର ବାଇବଲ

18 “ଯଦି ଦୁଇ ଲୋକ ମଧ୍ୟରେ ବିବାଦ ଉପୁଜିବାରୁ କେହି ଅନ୍ୟକୁ ପଥରରେ ଆଘାତ କରେ ବା ହସ୍ତରେ ଆଘାତ କରେ ଏବଂ ସେ ଆଘାତପ୍ରାପ୍ତ ଲୋକ ନ ମରେ ତେବେ ମାରିଥିବା ଲୋକକୁ ମୃତ୍ୟୁଦଣ୍ଡ ଦିଆଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ଲୋକମାନେ ଏକ ଆରେକ ସହିତ ବିବାଦ କରୁ କରୁ ଏକଜଣ ଅନ୍ୟଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯେବେ ନ ମରି ଶଯ୍ୟାଗତ ହୁଏ

Gade chapit la Kopi

ଓଡିଆ ବାଇବେଲ

18 ଆଉ ଯଦି ଲୋକମାନେ ଏକ ଆରେକ ସହିତ ବିବାଦ କରୁ କରୁ ଏକଜଣ ଅନ୍ୟଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ

Gade chapit la Kopi




ଯାତ୍ରା ପୁସ୍ତକ 21:18
8 Referans Kwoze  

“ବେଳେ ବେଳେ ମୁନିବ ତା'ର ଦାସୀକୁ କିମ୍ବା ଦାସକୁ ମାଡ଼ ମାରେ, ଯଦି ଆଘାତପ୍ରାପ୍ତ ହୋଇ ଦାସଟି ମରିଯାଏ, ତେବେ ତା'ର ମୁନିବକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।


ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ। ସେ ଦୁହେଁ କ୍ଷେତ୍ରରେ ବିବାଦ କଲେ। ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।


“ଦୁଇଜଣଙ୍କ ମଧ୍ୟରେ ଯଦି ବିବାଦ ସୃଷ୍ଟି ହୁଏ। ସେମାନଙ୍କ ମଧ୍ୟରୁ କାହାର ସ୍ତ୍ରୀ ଆସି ଯଦି ତା'ର ସ୍ୱାମୀକୁ ସାହାଯ୍ୟ କରିବାକୁ ଆସେ ଓ ହାତ ବଢ଼ାଇ ପ୍ରହାର କରି ଗୁପ୍ତାଙ୍ଗକୁ ଧରେ।


“ଆଉ ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କଲେ, ଯେବେ ତା'ର ଗର୍ଭପାତ ହୁଏ ମାତ୍ର ପରେ ତା'ର ଯଦି କ୍ଷତି ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେଉଁରୂପେ ଦାବି କରିବ ସେହି ଅନୁସାରେ ତାକୁ ଅବଶ୍ୟ ଅର୍ଥଦଣ୍ଡ ହେବ। ପୁଣି ସେ ବିଗ୍ଭରକର୍ତ୍ତାମାନଙ୍କ ନିର୍ଦ୍ଧାରଣ ଅନୁସାରେ ଦେବ।


ତା’ ପରଦିନ ମୋଶା ଦୁଇଜଣ ଏବ୍ରୀୟ ଲୋକଙ୍କୁ ଦେଖିଲେ। ସେମାନେ ପରସ୍ପର ମଧ୍ୟରେ କଳି କରୁଥିଲେ। ମୋଶା ଦେଖିଲେ ସେମାନଙ୍କ ମଧ୍ୟରୁ ଜଣକର ଦୋଷ ଥିଲା। ମୋଶା ସେହି ଦୋଷୀ ଲୋକଟିକୁ କହିଲେ, “ତୁମ୍ଭେ ଆପଣା ଭାଇକୁ କାହିଁକି ପ୍ରହାର କରୁଛ?”


“ଯଦି କେହି ତା'ର ପିତାମାତାଙ୍କୁ ଅଭିଶାପ ଦିଏ ତେବେ ତା'ର ମୃତ୍ୟୁଦଣ୍ଡ ହେବ।


ଆଘାତପ୍ରାପ୍ତ ଲୋକ ଯଦି ଶଯ୍ୟାଶାୟୀ ହୁଏ ଏବଂ ବିଛଣାରୁ ଉଠିପାରେ ଏବଂ ସେ ଆଶାବାଡ଼ି ଧରି ଗ୍ଭଲିପାରେ। ତେବେ ଆଘାତ ଦେଇଥିବା ଲୋକ ତା'ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ପର୍ଯ୍ୟନ୍ତ ତା'ର ସହାୟତା କରିବ।


Swiv nou:

Piblisite


Piblisite