Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:22 - ପବିତ୍ର ବାଇବଲ

22 “ଆଉ ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କଲେ, ଯେବେ ତା'ର ଗର୍ଭପାତ ହୁଏ ମାତ୍ର ପରେ ତା'ର ଯଦି କ୍ଷତି ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେଉଁରୂପେ ଦାବି କରିବ ସେହି ଅନୁସାରେ ତାକୁ ଅବଶ୍ୟ ଅର୍ଥଦଣ୍ଡ ହେବ। ପୁଣି ସେ ବିଗ୍ଭରକର୍ତ୍ତାମାନଙ୍କ ନିର୍ଦ୍ଧାରଣ ଅନୁସାରେ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକି ପ୍ରହାର କଲେ ଯେବେ ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ଵାମୀ ଯେରୂପ ଦାବୀ କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ତ ହେବ, ପୁଣି ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।

Gade chapit la Kopi

ଓଡିଆ ବାଇବେଲ

22 ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକି ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 21:22
3 Referans Kwoze  

ଯଦି ବିଗ୍ଭରକର୍ତ୍ତାଙ୍କ ନିଷ୍ପତ୍ତି ଅନୁସାରେ ସେ ଅର୍ଥ ପୈଠ କରେ ଏବଂ ମୃତ ଲୋକର କେହି ଆତ୍ମୀୟ ସେହି ଅର୍ଥକୁ ଗ୍ରହଣ କରେ ତେବେ ଆଉ ତାକୁ ମୃତ୍ୟୁ ଦଣ୍ଡ ଦିଆଯିବ ନାହିଁ।


“ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ୱାରା ଦତ୍ତ ସମସ୍ତ ସହର ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରତ୍ୟେକ ଗୋଷ୍ଠୀୟ ଏପରି କରିବା ଉଚିତ୍। ଏବଂ ସେହି ଲୋକମାନେ ସେମାନଙ୍କୁ ଶାସନ କରିବେ ଓ ନ୍ୟାୟ ସୁରକ୍ଷିତ କରିବେ।


Swiv nou:

Piblisite


Piblisite