Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:23 - ପବିତ୍ର ବାଇବଲ

23 ଯଦି ଜଣେ ବ୍ୟକ୍ତି ଜୋ‌‌ର୍‌‌ରେ ଆଘାତ ପ୍ରାପ୍ତ ହୁଏ, ତେବେ ଆଘାତକାରୀ ଜୀବନ ବଦଳରେ ଜୀବନ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ଯେବେ କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,

Gade chapit la Kopi




ଯାତ୍ରା ପୁସ୍ତକ 21:23
4 Referans Kwoze  

“ସେହି ଲୋକମାନଙ୍କୁ ଦଣ୍ତଦେବା ସମୟରେ ତୁମ୍ଭେମାନେ ଦୁଃଖ କରିବା ଉଚିତ୍ ନୁହଁ। ଯଦି କେହି ଜଣେ ଅନ୍ୟ ଜୀବନ ନେଇ ଥାଏ ତେବେ ତାକୁ ତାହାର ଜୀବନ ଦେବା ଉଚିତ୍। ନିୟମ ଏପରି ହେବ, ଆଖି ପାଇଁ ଆଖି ଦେବାକୁ ପଡ଼ିବ, ଦାନ୍ତ ପାଇଁ ଦାନ୍ତ ଦେବାକୁ ପଡ଼ିବ, ହାତ ବଦଳରେ ହାତ ଓ ଗୋଡ଼ ବଦଳରେ ଗୋଡ଼ ଦେବାକୁ ପଡ଼ିବ।


“ଆହୁରି ମୃତ୍ୟୁଦଣ୍ଡରେ ଦଣ୍ତିତ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣ କରାଯାଇ ନ ପାରେ। ତାକୁ ନିଶ୍ଚିତ ଭାବରେ ହତ୍ୟା କରାଯିବ।


“ଯଦି କୌଣସି ବ୍ୟକ୍ତି ନିଜ ପ୍ରତିବାସୀକୁ ଆଘାତ କରେ, ତେବେ ସମପରିମାଣର ଆଘାତ ସେହି ଲୋକକୁ ଦିଆଯିବ।


କ୍ଷତ ବଦଳରେ କ୍ଷତ, ଚକ୍ଷୁ ବଦଳରେ ଚକ୍ଷୁ, ଦାନ୍ତ ବଦଳରେ ଦାନ୍ତ, ମନୁଷ୍ୟ ଶରୀରରେ ଯିଏ ଯେଉଁପରି ଆଘାତ କରିଅଛି ତାହା ପ୍ରତି ସେହି ପ୍ରକାର ଆଘାତ କରାଯିବ।


Swiv nou:

Piblisite


Piblisite