Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:32 - ପବିତ୍ର ବାଇବଲ

32 କିନ୍ତୁ ଯଦି ବଳଦ ଯେବେ କାହାର ଦାସ କି ଦାସୀକୁ ଆଘାତ କରେ, ତେବେ ସେ ତା'ର ପ୍ରଭୁକୁ ତିରିଶ୍ ଶେକଲ ରୂପା ଦେବ। ଆଉ ବଳଦକୁ ପ୍ରସ୍ତର ଦ୍ୱାରା ହତ୍ୟା କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 କାହାର ଗୋରୁ ଯେବେ କାହାର ଦାସ କି ଦାସୀକି ବିନ୍ଧେ, ତେବେ ସେ ତାହାର ପ୍ରଭୁକୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ।

Gade chapit la Kopi

ଓଡିଆ ବାଇବେଲ

32 କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 21:32
9 Referans Kwoze  

ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରି‌ଶ୍‌ଟି ରୂପାଟଙ୍କା ଦେଲେ।


ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ। ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ,


ଯେତେବେଳେ ମିଦିୟନୀୟ ବଣିକମାନେ ସେମାନଙ୍କ ନିକଟକୁ ଆସିଲେ, ଭାଇମାନେ ଯୋଷେଫଙ୍କୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରୌପ୍ୟ ମୁଦ୍ରାରେ ବିକ୍ରୀ କରିଦେଲେ। ସେହି ବଣିକମାନେ ତାଙ୍କୁ ମିଶରକୁ ନେଇଗଲେ।


“ଏହି ନିୟମ ମଧ୍ୟ ବଳଦ ମାରି ଦେଇଥିବା ପୁତ୍ର, କନ୍ୟା ଏବଂ ଲୋକଙ୍କ କ୍ଷେତ୍ରରେ ପ୍ରଜୁଯ୍ୟ ହେବ।


“ଯଦି ଜଣେ ବ୍ୟକ୍ତି ଖୋଳିଥିବା କୂଅ ବା ଗାତ ଖୋଲା ରଖିଥାଏ ଏବଂ ଯଦି ତା’ ଭିତରେ ଏକ ବଳଦ କିମ୍ବା ଏକ ଗଧ ପଡ଼ିଯାଏ ତେବେ ଯେଉଁ ଲୋକ ତାକୁ ଖୋଳିଥିବ ସେ ଦୋଷୀ ଭାବେ ଗଣାଯିବ।


ଆଉ ମୋର ପିତୃବ୍ୟ ପୁଅ ହନନେଲଠାରୁ ଅନାଥୋତସ୍ଥିତ ସେହି କ୍ଷେତ୍ର କ୍ରୟ କଲି ଓ ତାହାର ମୂଲ୍ୟ ସ୍ୱରୂପ ସତର ଶେକଲ ରୂପା ତୌଲି ତାହାକୁ ଦେଲି।


Swiv nou:

Piblisite


Piblisite