ଯାତ୍ରା ପୁସ୍ତକ 21:35 - ପବିତ୍ର ବାଇବଲ35 “ଯଦି କୌଣସି ଲୋକର ବଳଦ କାହାରି ବଳଦକୁ ହତ୍ୟା କରେ, ତେବେ ସେମାନେ ସେହି ଜୀବିତ ଗୋରୁକୁ ବିକ୍ରୟ କରି ଦୁଇଭାଗ କରିବେ ଏବଂ ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ। Gade chapit laପବିତ୍ର ବାଇବଲ (Re-edited) - (BSI)35 ଆଉ ଏକଜଣର ଗୋରୁ ଅନ୍ୟଜଣର ଗୋରୁକୁ ବିନ୍ଧିଲେ ସେ ଯେବେ ମରେ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇଭାଗ କରିବେ; ପୁଣି ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ। Gade chapit laଓଡିଆ ବାଇବେଲ35 ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ। Gade chapit la |