Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:7 - ପବିତ୍ର ବାଇବଲ

7 “ଜଣେ ଲୋକ ତା'ର କନ୍ୟାକୁ ଦାସୀଭାବେ ବିକ୍ରୟ କରି ପାରିବ, ଯଦି ଏପରି ହୁଏ, ଅନ୍ୟ ଦାସମାନେ ମୁକ୍ତ ହେଲା ପରି ସେ ମୁକ୍ତ ହୋଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ କେହି ଯେବେ ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇ ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇ ଯିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 21:7
4 Referans Kwoze  

ଧନୀଲୋକମାନଙ୍କୁ ଦେଖ! ଆମ୍ଭେମାନେ ଠିକ୍ ତାଙ୍କରି ପରି ଅଟୁ। ଆମ୍ଭମାନଙ୍କର ପୁତ୍ରମାନେ ଠିକ୍ ତାଙ୍କରି ପୁତ୍ରମାନଙ୍କପରି ଅଟନ୍ତି। କିନ୍ତୁ ଆମ୍ଭେମାନେ ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିବୁ। ଆମ୍ଭମାନଙ୍କ ମଧ୍ୟରୁ ଅନେକ ତାଙ୍କର କନ୍ୟାଗଣଙ୍କୁ ଦାସୀ ଭାବରେ ବିକ୍ରୟ କରି ସାରିଲେଣି। ଏପରି ଆଉ କିଛି ନାହିଁ ଯାହା ଆମ୍ଭେ ନ କରି ପାରିବା। ଆମ୍ଭେମାନେ ଆମ୍ଭ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ହରାଇ ସାରିଲୁଣି, ଯାହାକି ବର୍ତ୍ତମାନ ଅନ୍ୟ ଲୋକମାନଙ୍କ ଅଧିକାରରେ ଅଛି।”


ଯଦି ଏପରି ଘଟେ, ତେବେ ତା'ର ମୁନିବ ତାଙ୍କୁ ପରମେଶ୍ୱରଙ୍କ ସମ୍ମୁଖକୁ ଆଣିବ, ତା'ର ମୁନିବ ତାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ବିନ୍ଧାଣୀରେ ତା'ର କାନ ବିନ୍ଧିବ, ତହିଁରେ ସେ ସଦାକାଳ ତା'ର ସେବା କରିବ।


ଯଦି ତା'ର ମୁନିବ ତା’ ଉପରେ ସନ୍ତୁଷ୍ଟ ନୁହେଁ, ତେବେ ତା'ର ବିବାହ ଠିକ୍ କରି ନ ପାରେ, ତେବେ ତାକୁ ପୁନରାୟ ତା'ର ପିତାକୁ ବିକ୍ରୟ କରିଦେଇ ପାରେ ତାକୁ କୌଣସି ବିଦେଶୀକୁ ସେ ବିକ୍ରୟ କରି ପାରିବ ନାହିଁ, କାରଣ ସେ ତାକୁ ଅବିଶ୍ୱସ୍ତ ଭାବରେ ବ୍ୟବହାର କରିଛି।


Swiv nou:

Piblisite


Piblisite