Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:9 - ପବିତ୍ର ବାଇବଲ

9 ଯଦି ତା'ର ମୁନିବ ତାକୁ ତା'ର ପୁତ୍ରବଧୁ କରିବାକୁ କହିଥାଏ, ତେବେ ତାକୁ ଦାସୀ ଭାବରେ ବିବେଚନା କରାଯାଇ ପାରିବ ନାହିଁ। ତାକୁ ତାଙ୍କର କନ୍ୟାପରି ବ୍ୟବହାର କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିଅବା ଯେବେ ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟାବିଷୟକ ରୀତି ଅନୁସାରେ ବ୍ୟବହାର କରିବ।

Gade chapit la Kopi

ଓଡିଆ ବାଇବେଲ

9 କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।

Gade chapit la Kopi




ଯାତ୍ରା ପୁସ୍ତକ 21:9
2 Referans Kwoze  

ଯଦି ତା'ର ମୁନିବ ତା’ ଉପରେ ସନ୍ତୁଷ୍ଟ ନୁହେଁ, ତେବେ ତା'ର ବିବାହ ଠିକ୍ କରି ନ ପାରେ, ତେବେ ତାକୁ ପୁନରାୟ ତା'ର ପିତାକୁ ବିକ୍ରୟ କରିଦେଇ ପାରେ ତାକୁ କୌଣସି ବିଦେଶୀକୁ ସେ ବିକ୍ରୟ କରି ପାରିବ ନାହିଁ, କାରଣ ସେ ତାକୁ ଅବିଶ୍ୱସ୍ତ ଭାବରେ ବ୍ୟବହାର କରିଛି।


“ଯଦି ମୁନିବ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ତେବେ ସେ ପ୍ରଥମ ସ୍ତ୍ରୀକୁ କେବେ ଅସୁବିଧାରେ ପକାଇବ ନାହିଁ। ତା'ର ବିବାହୋଚିତ କର୍ତ୍ତବ୍ୟ ଯଥା: ଖାଦ୍ୟ, ବସ୍ତ୍ରରେ ଓ ଶାରିରୀକ ସମ୍ପର୍କରୁ ବଞ୍ଚିତ କରିବ ନାହିଁ।


Swiv nou:

Piblisite


Piblisite