ଯାତ୍ରା ପୁସ୍ତକ 22:13 - ପବିତ୍ର ବାଇବଲ13 ଯଦି କୌଣସି ବନ୍ୟ ଜନ୍ତୁ ତାକୁ ହତ୍ୟା କରେ, ଦେବେ ତାହା ଯଦି ସେ ପ୍ରମାଣ କରେ ତେବେ ତାକୁ ସେହି ପଶୁର ମୂଲ୍ୟ ଦେବାକୁ ପଡ଼ିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯେବେ ସେହି ପଶୁ ବିଦୀର୍ଣ୍ଣହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ। Gade chapit laଓଡିଆ ବାଇବେଲ13 ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ। Gade chapit la |
ସଦାପ୍ରଭୁ ଏହା କୁହନ୍ତି: “ଯେତେବେଳେ ଗୋଟିଏ ସିଂହ ମେଣ୍ଢା ଛୁଆକୁ ଆକ୍ରମଣ କରେ ଏବଂ ତା'ପରେ ଯଦି ମେଷପାଳକ ମେଣ୍ଢା ଛୁଆକୁ ରକ୍ଷା କରିବାକୁ ଯାଏ, ସେ କେବଳ ସିଂହ ମୁହଁରୁ ଦୁଇଟି ଗୋଡ଼ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହୋଇପାରେ। ସେହିପରି, ଆମ୍ଭେ ଇସ୍ରାଏଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିୟାରେ ବସବାସ କରନ୍ତି ଏବଂ ସେମାନଙ୍କର ବିଛଣାର ଏକ କୋଣରେ କି ପଲଙ୍କର ସୋଫାରେ ବସିବାକୁ ଭଲପାନ୍ତି”