Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:16 - ପବିତ୍ର ବାଇବଲ

16 “ଯଦି କୌଣସି ଲୋକର କୌଣସି ଅବିବାହିତା ଯୁବତୀ ସହ ଯୌନ ସମ୍ପର୍କ ଥାଏ, ତେବେ ସେ ତାକୁ ବିବାହ କରିବାକୁ ବାଧ୍ୟ। ଏବଂ ତାକୁ ମଧ୍ୟ ସେ ଝିଅର ପିତାକୁ ଯୌତୁକ ଦେବାକୁ ପଡ଼ିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, କେହି ଯେବେ ଅବାଗ୍ଦତ୍ତା କନ୍ୟାକୁ ଫୁସଲାଇ ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।

Gade chapit la Kopi

ଓଡିଆ ବାଇବେଲ

16 ଆଉ, କେହି ଯଦି ଅବାଗ୍‍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, କେହି ଯଦି ଅବାଗ୍‍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 22:16
5 Referans Kwoze  

ଯୀଶୁ ଖ୍ରୀଷ୍ଟଙ୍କ ମା ଥିଲେ ମରିୟମ। ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହୋଇଥିଲା। ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ସ୍ଥିର ହୋଇଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡ଼ିଲା ଯେ, ମରିୟମ ପବିତ୍ରଆତ୍ମାଙ୍କ ଶକ୍ତି ବଳରେ ଗର୍ଭବତୀ ହୋଇଛନ୍ତି।


କିନ୍ତୁ ଯଦି ପଶୁ ନିକଟରେ ତା'ର ମୁନିବ ଥାଏ, ତେବେ ତା'ର ପଡ଼ୋଶୀକୁ କିଛି ଦେବାକୁ ପଡ଼ିବ ନାହିଁ। କିମ୍ବା ଯଦି ତା'ର ପଡ଼ୋଶୀ ସେହି ପଶୁକୁ ବ୍ୟବହାର କରି ପଇସା ଦେଉଥାଏ, ତେବେ ତାକୁ ପଇସା ଦେବାକୁ ପଡ଼ିବ ନାହିଁ। ଯେବେ ସେହି ପଶୁଟି ମରିଯାଏ, ବ୍ୟବହାର ସମୟରେ ଯେତିକି ଅର୍ଥ ଦେଇଥିବ ତାହା ଯଥେଷ୍ଟ।


ଆକାଶରେ ଉତ୍କ୍ରୋଶପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।


Swiv nou:

Piblisite


Piblisite