Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:2 - ପବିତ୍ର ବାଇବଲ

2 ଯଦି ଏକ ଗ୍ଭେର ଗ୍ଭେରି କରିବା ସମୟରେ ରାତ୍ରିରେ ମରିଯାଏ, ତେବେ ତା'ର ମୃତ୍ୟୁ ପାଇଁ କେହି ଦାୟୀ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯେବେ କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 22:2
11 Referans Kwoze  

ମନେରଖ, ଯଦି ଘରମାଲିକ ଜାଣିଥା’ନ୍ତା ଯେ ଗ୍ଭେର କେତେବେଳେ ଆସିବ, ତେବେ ସେ ସତର୍କ ରହନ୍ତେ ଓ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ।


କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ।


ସେମାନେ ନଗର ଆଡ଼କୁ ଦୌଡ଼ନ୍ତି। ସେମାନେ ଦ୍ରୁତଗତିରେ କାନ୍ଥଗୁଡ଼ିକ ଆରୋହଣ କରନ୍ତି। ଘରଗୁଡ଼ିକରେ ଆରୋହଣ କରନ୍ତି। ଗ୍ଭେର ପରି ଝରକାବାଟେ ପ୍ରବେଶ କରନ୍ତି।


“ଆମ୍ଭେ ଇସ୍ରାଏଲକୁ ସୁସ୍ଥ କରିବା। ତା'ପରେ ଲୋକମାନେ ଜାଣିବେ ଯେ ଇଫ୍ରୟିମ ପାପ କରିଥିଲା। ଶମରିୟାର ପାପ ଆଚରଣ ବିଷୟରେ ଲୋକମାନେ ଜାଣିବେ। ସେହି ସହରରେ ଗ୍ଭେରମାନେ ଯାତାୟାତ କରୁଛନ୍ତି ଲୋକମାନେ ଜାଣିବେ।


ସେମାନେ ବାଧ୍ୟ ହୋଇ ଅନ୍ୟମାନଙ୍କଠାରୁ ପଳାୟନ କରନ୍ତି। ଗ୍ଭେରକୁ ଦେଖିଲା ପରି, ଲୋକମାନେ ସେମାନଙ୍କ ଉପରେ ପାଟି କରନ୍ତି।


ହତ୍ୟାକାରୀ ସକାଳୁ ଉଠି ଗରିବ ଅସହାୟ ଲୋକକୁ ହତ୍ୟା କରେ ଏବଂ ରାତିରେ ସେ ଗ୍ଭେର ପାଲଟିଯାଏ।


ତୁମ୍ଭମାନଙ୍କ ଭିତରୁ କେହି ହତ୍ୟାକାରୀ ବା ଗ୍ଭେର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାରରେ ମୁଣ୍ଡ ଖେଳାଇଲା ଭଳି ଲୋକ ନ ଥାଉ। ସେହିଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କେହି ଏପରି କାର୍ଯ୍ୟ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କେହି ଖ୍ରୀଷ୍ଟିୟାନ ହେବାରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ।


ରାତି ହେଲେ ଦୁଷ୍ଟ ଲୋକ ଅନ୍ଧକାରରେ ଅନ୍ୟ ଲୋକର ଘର ଭାଙ୍ଗି ପଶେ କିନ୍ତୁ ଦିନ ବେଳେ ନିଜ ଘରେ କବାଟ କିଳି ଦେଇ ରହିଥାଏ, ଏବଂ ଆଲୁଅଠାରୁ ଦୂରରେ ରୁହେ।


ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର ରକ୍ତ ଦେଖାଯାଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ।


Swiv nou:

Piblisite


Piblisite