ଯାତ୍ରା ପୁସ୍ତକ 22:26 - ପବିତ୍ର ବାଇବଲ26 ଯେବେ ତୁମ୍ଭେ ଆପଣା ପଡ଼ୋଶୀର ବସ୍ତ୍ର ବନ୍ଧକ ରଖିବ ତେବେ ତାହା ସୂର୍ଯ୍ୟାସ୍ତ ପୂର୍ବରୁ ଫେରାଇ ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଯେବେ ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ। Gade chapit laଓଡିଆ ବାଇବେଲ26 ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ। Gade chapit la |
ସେମାନେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସେହି ବସ୍ତ୍ର ଉପରେ ବସି ଯଜ୍ଞବେଦି ନିକଟରେ ପୂଜା କରନ୍ତି। ସେମାନେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାରରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସେମାନେ ବସ୍ତ୍ରଗୁଡ଼ିକ ନେଇଯାଆନ୍ତି। ସେମାନେ ସେହି ଦରିଦ୍ରମାନଙ୍କ ଉପରେ ଅର୍ଥ ଦଣ୍ତ କରନ୍ତି ଏବଂ ସେହି ଅର୍ଥରେ ଦ୍ରାକ୍ଷାରସ କିଣି ସେମାନଙ୍କର ପରମେଶ୍ୱରଙ୍କ ମନ୍ଦିରରେ ସେବନ କରନ୍ତି।