Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:5 - ପବିତ୍ର ବାଇବଲ

5 “ଯଦି କୌଣସି ବ୍ୟକ୍ତି ଅନ୍ୟ ଜଣେ ଲୋକର ଦ୍ରାକ୍ଷାକ୍ଷେତ୍ର‌ରେ ପଶୁ ଚରାଏ ତେବେ ସେ ଲୋକ ତା'ର ଉତ୍ତମ କ୍ଷେତର ଫସଲ ଉକ୍ତ ଲୋକକୁ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ କେହି ଯେବେ ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯେବେ ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।

Gade chapit la Kopi

ଓଡିଆ ବାଇବେଲ

5 ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।

Gade chapit la Kopi




ଯାତ୍ରା ପୁସ୍ତକ 22:5
7 Referans Kwoze  

ଦୁଷ୍ଟ ଲୋକ ତା'ର ଲାଭ ଫେରାଇବାକୁ ବାଧ୍ୟ ହେବ। ସେ ଯାହା ପାଇଁ ଏତେ କଷ୍ଟ ସ୍ୱୀକାର କଲା, ତାକୁ ସେ ଭୋଗ କରି ପାରିବ ନାହିଁ।


ମାତ୍ର ଯେବେ ତାହା ନିକଟରୁ ଗ୍ଭେରି ଯାଏ, ତେବେ ସେ ତା'ର ମୁନିବକୁ ତାହାର ମୂଲ୍ୟ ଦେବ।


ଯଦି ଏପରି ଦିନରେ ଘଟିଥାଏ ତେବେ ହତ୍ୟା କରିଥିବା ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହେବ। “ଯଦି ଜଣେ ଲୋକ ଗ୍ଭେରି କରୁଥିବା ସମୟରେ ଧରାପଡ଼େ, ସେ ନିଶ୍ଚୟ ଫେରାଇଦେବ, ଯାହା ଗ୍ଭେରି କରିଥିଲା। ଏବଂ ଯଦି ସେହି ଲୋକର ନିଜର କିଛି ନ ଥାଏ, ତେବେ ତାକୁ କ୍ରୀତଦାସ ରୂପେ ବିକ୍ରୀ କରାଯିବ।


ସେହି ଲୋକ ଜଣକ ସେହି ପଶୁ ପାଇଁ ଅର୍ଥ ଦେବାକୁ ପଡ଼ିବ। ଯଦି ସେ ଅର୍ଥ ପୈଠ କରେ, ସେହି ପଶୁ ପାଇଁ, ତେବେ ସେ ତା'ର ମୃତ ଦେହକୁ ରଖିବା ପାଇଁ ଅନୁମତି ଦେବ।


ଯଦି ଗ୍ଭେରି ହୋଇଥିବା ପଶୁଟି ସେହି ଲୋକ ପାଖରେ ମିଳେ, ଏହା ବଳଦ ହେଉ, ଗଧ କିମ୍ବା ମେଷ ହେଉ, ସେ ଗ୍ଭେରି କରିଥିବା ଜିନିଷର ଦୁଇଗୁଣ ଦେବ।


“ଯଦି କୌଣସି ଲୋକ କଣ୍ଟକ ବନରେ ଅଗ୍ନି ସଂଯୋଗ କରେ ଓ ସେହି ଅଗ୍ନିରେ ଯଦି କାହାର କ୍ଷେତର ଫସଲ ବା ଶସ୍ୟଗଦା କିମ୍ବା କ୍ଷେତଟି ପୋଡ଼ି ନଷ୍ଟ ହୁଏ ତେବେ ସେହି ଲୋକକୁ ଉକ୍ତ କ୍ଷତିର ଭରଣା କରିବାକୁ ହେବ।


ଆମ୍ଭେ କାହିଁକି ତୁମ୍ଭକୁ ମାନିବୁ? ତୁମ୍ଭେତ ଆମ୍ଭମାନଙ୍କୁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ଆଣି ନାହଁ, ତୁମ୍ଭେ ତ ଆମ୍ଭମାନଙ୍କୁ ଏକ ଉର୍ବର ଅଞ୍ଚଳକୁ ଆଣି ନାହିଁ, ଯେଉଁଠାରେ ଆମ୍ଭେମାନେ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର‌ର ଅଧିକାର ପାଇବୁ। ତୁମ୍ଭେ ଏହି ମନୁଷ୍ୟମାନଙ୍କୁ ଠକିବ କି? ନା ଆମ୍ଭେମାନେ ଯାଉ ନାହୁଁ।”


Swiv nou:

Piblisite


Piblisite