Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 22:8 - ପବିତ୍ର ବାଇବଲ

8 କିନ୍ତୁ ଯଦି ଗ୍ଭେର ଧରା ନ ପଡ଼େ, ତେବେ ଗୃହସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇ ଅଛି କି ନାହିଁ, ଏହା ଜଣାଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେବେ ଚୋର ଧରା ନ ପଡ଼େ, ତେବେ ଗୃହସ୍ଵାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେପରମେଶ୍ଵରଙ୍କ ସାକ୍ଷାତରେ ଉପସ୍ଥିତ ହେବ।

Gade chapit la Kopi

ଓଡିଆ ବାଇବେଲ

8 ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 22:8
9 Referans Kwoze  

“ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ୱାରା ଦତ୍ତ ସମସ୍ତ ସହର ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରତ୍ୟେକ ଗୋଷ୍ଠୀୟ ଏପରି କରିବା ଉଚିତ୍। ଏବଂ ସେହି ଲୋକମାନେ ସେମାନଙ୍କୁ ଶାସନ କରିବେ ଓ ନ୍ୟାୟ ସୁରକ୍ଷିତ କରିବେ।


“ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ୱରଙ୍କୁ। ଏବଂ ତୁମ୍ଭର କୌଣସି ଅଧ୍ୟକ୍ଷଙ୍କୁ ଶାପ ଦେବ ନାହିଁ।


ଯଦି ଏପରି ଘଟେ, ତେବେ ତା'ର ମୁନିବ ତାଙ୍କୁ ପରମେଶ୍ୱରଙ୍କ ସମ୍ମୁଖକୁ ଆଣିବ, ତା'ର ମୁନିବ ତାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ବିନ୍ଧାଣୀରେ ତା'ର କାନ ବିନ୍ଧିବ, ତହିଁରେ ସେ ସଦାକାଳ ତା'ର ସେବା କରିବ।


ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।


ଦାଉଦ କହିଲେ, “24,000 ଲେବୀୟ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ତଦାରଖ କରିବେ। 6,000 ଲେବୀୟ ପୋଲିସ୍ ଓ ବିଗ୍ଭରକର୍ତ୍ତା ହେବେ।


“ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍ ଗୋରୁ କି ଗଧ, ମେଷ କିଅବା ବସ୍ତ୍ର ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ‘ଏହା ସେହି ଦ୍ରବ୍ୟ’ ଏବଂ ଅନ୍ୟ ଜଣେ କହିବ, ‘ନା ଏହା ତାହା ନୁହେଁ’ ତେବେ ଉଭୟ ପକ୍ଷଙ୍କ କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ, ତହିଁରେ ପରମେଶ୍ୱର ଯାହାକୁ ଦୋଷୀ ବିଗ୍ଭର କରିବେ ସେ ଆପଣା ପଡ଼ୋଶୀକୁ ଦୁଇଗୁଣ ଦେବ।


“ଯଦି କେହି ନିଜ ପ୍ରତିବାସୀ ବିରୁଦ୍ଧରେ କିଛି ପାପ କରେ ତେବେ ତାକୁ ଏହି ମନ୍ଦିରର ଯଜ୍ଞବେଦି ନିକଟକୁ ଅଣାଯିବ। ସଂପୃକ୍ତ ବ୍ୟକ୍ତି ଜଣକ ସେହି ଭୁଲ୍ କରିଥିବା ବ୍ୟକ୍ତି ଜଣକ ବିରୁଦ୍ଧରେ ଶାପ ଦେବ।


Swiv nou:

Piblisite


Piblisite