ଯାତ୍ରା ପୁସ୍ତକ 23:14 - ପବିତ୍ର ବାଇବଲ14 “ତୁମ୍ଭେମାନେ ବର୍ଷରେ ତିନିଥର ମୋ’ ଉଦ୍ଦେଶ୍ୟରେ ଉତ୍ସବ କର। ସେହି ଉତ୍ସବ ଗୁଡ଼ିକରେ ତୁମ୍ଭେମାନେ ମୋର ପବିତ୍ର ସ୍ଥାନକୁ ଆସି ଉପାସନା କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ। Gade chapit laଓଡିଆ ବାଇବେଲ14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ। Gade chapit la |
“ମାତ୍ର ନିରୂପିତ ପର୍ବଦିନମାନଙ୍କରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାର ପଥଦେଇ ଆସିବ, ସେ ଦକ୍ଷିଣ ଦ୍ୱାର ପଥଦେଇ ବାହାରି ଯିବ। ଆଉ ଯେଉଁ ଲୋକ ଦକ୍ଷିଣ ଦ୍ୱାର ପଥ ଦେଇ ଭିତରକୁ ପ୍ରବେଶ କରିବ, ସେ ଉତ୍ତର ଦ୍ୱାର ପଥଦେଇ ବାହାରି ଯିବ। ମାତ୍ର କେହି ଯେଉଁ ଦ୍ୱାର ଦେଇ ଆସିବେ ସେହି ଦ୍ୱାର ଦେଇ ଫେରିବେ ନାହିଁ। ଆଉ ନିଜ ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।