Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:26 - ପବିତ୍ର ବାଇବଲ

26 ତୁମ୍ଭର ସମସ୍ତ ସ୍ତ୍ରୀଲୋକ ମାତୃତ୍ୱର ଅଧିକାରୀ ହେବେ। କେହି ବନ୍ଧ୍ୟା ରହିବେ ନାହିଁ କି ସନ୍ତାନ ଜନ୍ମ ସମୟରେ କୌଣସି ଶିଶୁର ମୃତ୍ୟୁ ଘଟିବ ନାହିଁ। ପୁଣି ତୁମ୍ଭେମାନେ ଦୀର୍ଘଜୀବୀ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।

Gade chapit la Kopi

ଓଡିଆ ବାଇବେଲ

26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।

Gade chapit la Kopi




ଯାତ୍ରା ପୁସ୍ତକ 23:26
16 Referans Kwoze  

“ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ, ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିମ୍ବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।


ତୁମ୍ଭେ ଗହମ କ୍ଷେତ୍ରରେ ଗହମ ସଦୃଶ ଯିଏ ଅମଳ ସମୟ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ହଁ ତୁମ୍ଭେ ଅତ୍ୟଧିକ ବୃଦ୍ଧି ହେଲା ପର୍ଯ୍ୟନ୍ତ ବଞ୍ଚି ରହିବ।


ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରି ବହୁ ସନ୍ତାନ ଦେବେ। ତୁମ୍ଭମାନଙ୍କୁ ଫସଲ ବେଳେ ଏବଂ ତୁମ୍ଭ ପଶୁମାନଙ୍କୁ ମଧ୍ୟ ବହୁ ଶାବକ ଦେବେ, ସେ ମଧ୍ୟ ତୁମ୍ଭମାନଙ୍କର ବାଛୁରି ଓ ମେଣ୍ଢାମାନଙ୍କୁ ଆଶୀର୍ବାଦ କରିବେ।


ସେମାନଙ୍କ ଷଣ୍ଢ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ। ସେମାନଙ୍କ ଗାଈସବୁ ବାଛୁରି ପ୍ରସବ କରେ। ବାଛୁରି ସବୁ ଜନ୍ମ ହେଲା ବେଳେ ମରନ୍ତି ନାହିଁ।


କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ। ସେଠାରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ଯ୍ୟନ୍ତ ବଞ୍ଚିତ ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମରେ, ସେ ଅଭିଶପ୍ତ ବୋଲି ବିଗ୍ଭର କରାଯିବ।


ଆମ୍ଭମାନଙ୍କର ଭଣ୍ଡାର ସର୍ବପ୍ରକାର ଶସ୍ୟରେ ପରିପୂର୍ଣ୍ଣ ହେଉ। ଆମ୍ଭମାନଙ୍କର ମେଷଗଣ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରନ୍ତୁ।


ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରନ୍ତି। ତହିଁରେ ସେମାନେ ଅତିଶୟ ବୃଦ୍ଧି ପା’ନ୍ତି। ଏବଂ ସେମାନଙ୍କର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।


ଏହା ପରେ ଇ‌ସ୍‌ହାକ ଦୁର୍ବଳ ହୋଇ ମୃତ୍ୟୁବରଣ କଲେ। ଇ‌ସ୍‌ହାକ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ ଏବଂ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ। ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କର ପିତାଙ୍କ ନିକଟରେ କବର ଦେଲେ।


ଦାଉଦ ବୃଦ୍ଧ ହେଲେ, ତେଣୁ ସେ ତାଙ୍କର ପୁତ୍ର ଶଲୋମନଙ୍କୁ ଇସ୍ରାଏଲର ନୂତନ ରାଜା କଲେ।


ଏହା ପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ୟୁବରଣ କଲେ। ସେ ଅନେକ ବର୍ଷ ପର୍ଯ୍ୟନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।


ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥାରେ ମୃତ୍ୟୁବରଣ କଲା।


ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି! ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।


ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ, ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ। ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ। ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।


ସେଥିପାଇଁ ତୁମ୍ଭେମାନେ ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁଁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଙ୍ଗଳ ହେବ, ଏବଂ ତୁମ୍ଭେମାନେ ସେହି ଭୂମିରେ ଦୀର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦେଇଛନ୍ତି।”


ସଦାପ୍ରଭୁ, ତୁମ୍ଭେ ଯାହା ଗ୍ଭହଁ ତାହା ସେମାନଙ୍କୁ ଦିଅ। ଶିଶୁହରା ଗର୍ଭାଶୟ ସେମାନଙ୍କୁ ଦିଅ, କ୍ଷୀର ବାହାରୁନଥିବା ସ୍ତନ ସେମାନଙ୍କୁ ଦିଅ।


Swiv nou:

Piblisite


Piblisite