Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:29 - ପବିତ୍ର ବାଇବଲ

29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ। ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।

Gade chapit la Kopi

ଓଡିଆ ବାଇବେଲ

29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।

Gade chapit la Kopi




ଯାତ୍ରା ପୁସ୍ତକ 23:29
7 Referans Kwoze  

ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ିବେ। ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।


କିଣାନୀୟମାନଙ୍କୁ ଗେଷରକୁ ତଡ଼ିବା ପାଇଁ। କିନ୍ତୁ ଇଫ୍ରୟିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀୟ ଲୋକମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ଇଫ୍ରୟିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀୟ ଲୋକମାନେ ଇଫ୍ରୟିମ ଲୋକମାନଙ୍କର ଦାସ ହୋଇ ରହିଲେ।


ମାତ୍ର ଯିହୁଦା ସନ୍ତାନଗଣ ଯିରୁଶାଲମ ନିବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ଏହି ହେତୁ ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ଯିହୁଦା ସନ୍ତାନଗଣ ସହିତ ଯିରୁଶାଲମରେ ବାସ କରୁଛନ୍ତି।


ଆମ୍ଭେ ସେମାନଙ୍କୁ ଧୀରେ ଧୀରେ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବା ତୁମ୍ଭମାନଙ୍କର ବର୍ଦ୍ଧିତ ହେବା ପର୍ଯ୍ୟନ୍ତ ଓ ଦେଶ ଅଧିକାର କରିବା ପର୍ଯ୍ୟନ୍ତ।


“ଯେତେବେଳେ ତୁମ୍ଭେ ତୁମ୍ଭର ଦେଶକୁ ଯାଅ ମୁଁ ତୁମ୍ଭର ଶତ୍ରୁମାନଙ୍କୁ ସେଠାରୁ ତଡ଼ି ଦେବି। ମୁଁ ତୁମ୍ଭମାନଙ୍କର ସୀମା ବୃଦ୍ଧି କରିବି। ତୁମ୍ଭେମାନେ ଅଧିକରୁ ଅଧିକ ଭୂମି ପାଇବ। କୌଣସି ଲୋକ ତୁମ୍ଭମାନଙ୍କଠାରୁ ଏହି ଭୂମି ନେଇ ପାରିବ ନାହିଁ। ଯେତେବେଳେ ତୁମ୍ଭେ ବର୍ଷରେ ତିନିଥର ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଦର୍ଶନ କରିବା ପାଇଁ ଯିବ।


Swiv nou:

Piblisite


Piblisite