Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 23:30 - ପବିତ୍ର ବାଇବଲ

30 ଆମ୍ଭେ ସେମାନଙ୍କୁ ଧୀରେ ଧୀରେ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବା ତୁମ୍ଭମାନଙ୍କର ବର୍ଦ୍ଧିତ ହେବା ପର୍ଯ୍ୟନ୍ତ ଓ ଦେଶ ଅଧିକାର କରିବା ପର୍ଯ୍ୟନ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇନାହଁ ଓ ଦେଶ ଅଧିକାର କରିନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।

Gade chapit la Kopi

ଓଡିଆ ବାଇବେଲ

30 ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।

Gade chapit la Kopi




ଯାତ୍ରା ପୁସ୍ତକ 23:30
5 Referans Kwoze  

ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ିବେ। ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।


ମୋର ମନେ ଅଛି, ମୁଁ ତୁମ୍ଭମାନଙ୍କୁ ଯର୍ଦ୍ଦନ ନଦୀର ମଧ୍ୟବର୍ତ୍ତୀ ଓ ପଶ୍ଚିମ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଭୂମି ତୁମ୍ଭମାନଙ୍କର ଅଧିକାର ପାଇଁ ଦେଇଅଛି। ଅଧିକୃତ ହୋଇ ନ ଥିବା ଦେଶ ତୁମ୍ଭ ଦ୍ୱାରା ଅଧିକୃତ ହେବ। କିନ୍ତୁ ତୁମ୍ଭେମାନେ ସେଗୁଡ଼ିକ ଏ ପର୍ଯ୍ୟନ୍ତ ନିଜ ଅଧୀନକୁ ଆଣି ପାରି ନାହିଁ।


“ସଦାପ୍ରଭୁ ତୁମ୍ଭମାନଙ୍କୁ ବହୁତ ଶକ୍ତିଶାଳୀ ଦେଶମାନଙ୍କୁ ପରାସ୍ତ କରିବା ପାଇଁ ସାହାଯ୍ୟ କଲେ। ସଦାପ୍ରଭୁ ସେମାନଙ୍କୁ ବିତାଡ଼ିତ କରି ଦେଲେ। କୌଣସି ଦେଶ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କୁ ପରାସ୍ତ କରିବାକୁ ସମର୍ଥ ହୋଇ ନାହିଁ।


“ସୀଦୋନୀୟ ଲୋକମାନେ ଯେଉଁ ଦେଶରେ ବାସ କରୁଛନ୍ତି, ଲିବାନୋ‌ନ୍‌ଠାରୁ ମିଷ୍ରଫୋ‌‌‌ତ୍‌‌‌ମୟିମ ପର୍ଯ୍ୟନ୍ତ ଦେଶରେ କିନ୍ତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବୁ। ତୁମ୍ଭେ ମୋ’ ଆଜ୍ଞାନୁସାରେ ସେହି ଦେଶ ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।


କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେଠାରେ ବାସ କରିଥିବା ଲୋକମାନଙ୍କୁ ଘଉଡ଼ାଇ ଦେବେ! ଯାହାଫଳରେ ତୁମ୍ଭେମାନେ ସେମାନଙ୍କର ଦେଶକୁ ନେଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏପରି କରିବାକୁ ପ୍ରତିଜ୍ଞା କରିଛନ୍ତି।


Swiv nou:

Piblisite


Piblisite