ଯାତ୍ରା ପୁସ୍ତକ 24:4 - ପବିତ୍ର ବାଇବଲ4 ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ଵାଦଶ ବଂଶାନୁସାରେ ଦ୍ଵାଦଶ ସ୍ତମ୍ଭ ନିର୍ମାଣ କଲେ। Gade chapit laଓଡିଆ ବାଇବେଲ4 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। Gade chapit la |
ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣବ୍ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣବ୍ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”