Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 24:5 - ପବିତ୍ର ବାଇବଲ

5 ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ସେ ଇସ୍ରାଏଲ ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 24:5
7 Referans Kwoze  

ଯିଥ୍ରୋ ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କଲେ। ହାରୋଣ, ମୋଶା ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗେ ଭୋଜନ କଲେ।


ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ହିଁ ନିଜ ନିଜକୁ ପବିତ୍ର କରନ୍ତୁ। ନ ହେଲେ ସେମାନେ ଦଣ୍ଡ ଭୋଗ କରିବେ।”


“ତୁମ୍ଭେମାନେ ମାଟିରେ ଏକ ସ୍ୱତନ୍ତ୍ର ଯଜ୍ଞବେଦି ମୋ’ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମେଷ ଓ ଗୋରୁଗାଈରୁ ସେଠାରେ ହୋମବଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ। ମୁଁ ତୁମ୍ଭମାନଙ୍କୁ ସବୁଠାରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠାରେ ତୁମ୍ଭେମାନେ ମୋତେ ସ୍ମରଣ କରିବ।


ପରମେଶ୍ୱର କହନ୍ତି, “ମୋର ଅନୁସରଣକାରୀଗଣ, ମୋ’ ଚତୁର୍ପାର୍ଶ୍ୱରେ ଏକତ୍ରିତ ହୁଅ। ମୋର ଉପାସକଗଣ, ଯେଉଁମାନେ ମୋ’ ସହିତ ଚୁକ୍ତି କଲ, ତୁମ୍ଭେମାନେ ଆସ।”


Swiv nou:

Piblisite


Piblisite