ଯାତ୍ରା ପୁସ୍ତକ 24:7 - ପବିତ୍ର ବାଇବଲ7 ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା। Gade chapit laଓଡିଆ ବାଇବେଲ7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।” Gade chapit la |