Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:1 - ପବିତ୍ର ବାଇବଲ

1 ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଯାତ୍ରା ପୁସ୍ତକ 25:1
11 Referans Kwoze  

ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ।


“ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ ମୋ’ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରତ୍ୟେକ ଲୋକ ତା'ର ହୃଦୟରେ ନିଷ୍ପତ୍ତି ନେବା ଉଚିତ୍, ସେ ମୋ’ ପାଇଁ ଯାହା ଉପହାର ଦେବା ଉଚିତ୍। ମୋ’ ପାଇଁ ସେହି ଦ୍ରବ୍ୟ ସଂଗ୍ରହ କର।


ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ବିଶେଷ ଉପହାର ସଂଗ୍ରହ କର। ପ୍ରତ୍ୟେକ ତାଙ୍କର ଇଚ୍ଛାମତେ ଉପହାର ଦେବେ। ଏବଂ ଏହା ପରେ ସେହି ଉପହାରଗୁଡ଼ିକ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ଏହି ଉପହାର ଯଥା: ସୁନା, ରୂପା ଓ ପିତ୍ତଳ।


ମୋଶା ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରାଇଲେ। ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ପାଳନ କରିବା ପାଇଁ କହିଥିବା ବାକ୍ୟଗୁଡ଼ିକ ମୁଁ ତୁମ୍ଭକୁ କହିବି। ସେଗୁଡ଼ିକ ତୁମ୍ଭେ ପାଳନ କରିବ।


ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କ ସମଗ୍ର ସଭାରେ ଏହା କହିଲେ, “ସଦାପ୍ରଭୁ ଏହିସବୁ ଆଜ୍ଞା ଦେଇଛନ୍ତି।


ଦୀପ ପାଇଁ ତୈଳ, ଅଭିଷେକାର୍ଥକ ତୈଳ ପାଇଁ ମସଲା ଓ ଧୂପ।


ସମାଗମ-ତମ୍ବୁ ରୂପେ ପବିତ୍ର ତମ୍ବୁର ସମସ୍ତ କାର୍ଯ୍ୟ ଇସ୍ରାଏଲ ଲୋକମାନଙ୍କ ସମାପ୍ତ ହେଲା। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ସମସ୍ତ କର୍ମ କଲେ।


ଏହା ପରେ ସେମାନେ ମୋଶାଙ୍କୁ ପବିତ୍ର ତମ୍ବୁ ଦେଖାଇଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ।


ଇସ୍ରାଏଲର ଲୋକମାନେ ଏହିପରି କାର୍ଯ୍ୟମାନ କରିଥିଲେ। ଯାହା ଯାହା କରିବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ।


“ସେମାନେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ-ତମ୍ବୁର ସେବା ନିମନ୍ତେ ଅଛନ୍ତି। ଏହା ଲେବୀୟମାନଙ୍କୁ ଦିଅ ସେମାନଙ୍କର କାର୍ଯ୍ୟ ଅନୁସାରେ।”


ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ମନ୍ଦିରରେ ଅଧିକ ଟଙ୍କା ରହିଛି, ଯାହାକୁ ଲୋକମାନେ ଆଣିଲେ। ସେମାନେ ଜନ ଗଣନା ସମୟରେ କର ଦେଲେ। ସେମାନେ ସେମାନଙ୍କର ଅନୁସାରେ ମୁଦ୍ରା ଦେଲେ। ଲୋକମାନଙ୍କଠାରୁ ପ୍ରତ୍ୟେକ ନିରୂପିତ ମୁଦ୍ରା ପ୍ରାପ୍ତ କରି, ଯିଏ ସେବା କରିଛି। ମନ୍ଦିରର ଭଗ୍ନସ୍ଥଳର ମରାମତିରେ ଯାଜକମାନେ ମୁଦ୍ରା ବ୍ୟବହାର କରନ୍ତୁ।”


Swiv nou:

Piblisite


Piblisite