ଯାତ୍ରା ପୁସ୍ତକ 25:11 - ପବିତ୍ର ବାଇବଲ11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ। ତା'ର ଭିତର ପଟ ଓ ବାହାର ପଟରେ ମଧ୍ୟ ମଡ଼ାଇବ। ଏବଂ ତା'ଉପରେ ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି ତହିଁ ଉପର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ। Gade chapit laଓଡିଆ ବାଇବେଲ11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। Gade chapit la |
ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।