Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 25:4 - ପବିତ୍ର ବାଇବଲ

4 ନୀଳବର୍ଣ୍ଣ, ଧୂମବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଓ ଛାଗଲୋମ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ନୀଳ ବର୍ଣ୍ଣ ଓ ଧୂମ୍ର ବର୍ଣ୍ଣ ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଓ ଛାଗଲୋମ

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,

Gade chapit la Kopi




ଯାତ୍ରା ପୁସ୍ତକ 25:4
8 Referans Kwoze  

କନ୍ୟାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।” (ସୂକ୍ଷ୍ମ ବସ୍ତ୍ରର ଅର୍ଥ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ଉତ୍ତମ କାର୍ଯ୍ୟ, ଯାହାସବୁ ସେମାନେ କରିଥିଲେ।)


ପୁଣି ମୁଁ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲି। ଶିକୁଳ ଚର୍ମର ପାଦୁକା ପିନ୍ଧାଇଲି, ଶୁଭ୍ରରେଶମ ବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲି ଓ ପଟ୍ଟ ବସ୍ତ୍ରରେ ବିଭୂଷିତା କଲି।


ଏହା ପରେ ଫାରୋ ତାଙ୍କୁ ଏକ ବିଶେଷ ମୁଦ୍ରିକା ଦେଲେ। ତାଙ୍କୁ ସୁକ୍ଷ୍ମ ବସ୍ତ୍ର ପିନ୍ଧାଇ ତାହାଙ୍କ ଗଳାରେ ସୁବର୍ଣ୍ଣହାର ଦେଲେ।


ଏହି ବସ୍ତୁଗୁଡ଼ିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରି ପାରିବ। ଯଥା-ସୁନା, ରୂପା, ପିତ୍ତଳ,


ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ।


ସେମାନେ ସୁବର୍ଣ୍ଣ, ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହେବ।


“ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ସେହି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।


ତୁମ୍ଭର ଧ୍ୱଜା ହେବା ପାଇଁ ମିଶର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା। ପୁଣି ତୁମ୍ଭର ଗ୍ଭନ୍ଦୁଆ ଇଲୀଶା ଦ୍ୱୀପ ସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।


Swiv nou:

Piblisite


Piblisite